Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରବିବାର , ୧୬ ତାରିଖ ରାଶିଫଳ: କେଉଁ ରାଶି ପାଇଁ କିଭଳି ରହିବ କାଲିର ଦିନ

15/05/2021 at 9:28 PM


ମେଷ – ଆଜିର କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ, ସେବା ମନୋବୃତ୍ତିରୁ ପ୍ରଶଂସିତ ହେବେ । ପିଲାଙ୍କ ଶିକ୍ଷା ଓ ଆଗାମୀ ପରୀକ୍ଷା ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚା ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚା ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
ଚା କର୍ମଜୀବି- ପ୍ରଶଂସିତ ହେବେ ।
ଚା ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଚା ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚା ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ବୃଷ – ସାମାଜିକ ସ୍ତରରେ ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ କଷ୍ଟ ସ୍ୱୀକାର କରିବାକୁ ପଡିବ । ଅପ୍ରିୟ ସତ୍ୟ ଭାହଣ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚା ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଚା ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚା ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
ଚା କର୍ମଜୀବି- ସମ୍ମାନ ପାଇବେ ।
ଚା ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଚା ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଆପଣ ମନେ ମନେ ଚିନ୍ତା କରିଥିବା କାମଗୁଡିକ ଆଜି ବାସ୍ତବରେ ଓଲଟା ହେବ । ବନ୍ଧୁମାନଙ୍କ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପଦ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚା ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚା ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
ଚା କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଚା ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଚା ଗୃହିଣୀ- ସ୍ୱାଭିମାନୀ ହେବେ ।
ଚା ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ – କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆବଶ୍ୟକତା ପୁରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚା ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ଚା ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚା ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ଚା କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଚା ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଚା ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ବିଭିନ୍ନ ସମସ୍ୟା ମଧ୍ୟରେ କୌଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଅଫିସରେ ନୁତନ ଦାୟିତ୍ୱ ନେଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚା ଚାଷୀ- ଶ୍ରମ ସାର୍ଥକ ହେବ ।
ଚା ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚା ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ଚା କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ଚା ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଚା ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ସ୍ୱଜନଶତ୍ରୁତା ଯୋଗୁଁ କାର୍ଯ୍ୟଗୁଡିକ ମଧ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ । ଆର୍ଥିକ ସ୍ଥିତି ଉନ୍ନତ ରହିବା ସହ ପାରିବାରିକ ଜୀବନ ସୁଖରେ ଅତିବାହିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚା ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ଚା ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚା ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ଚା କର୍ମଜୀବି- ଜଳଯାତ୍ରା ମନା ।
ଚା ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଚା ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – କର୍ମକ୍ଷେତ୍ରରେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ । ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚା ଚାଷୀ- ଉତ୍ତମ ଫଳ ପାଇବେ ।
ଚା ରୋଗୀ- ଚକ୍ଷୁ ପୀଡା ହେବ ।
ଚା ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ଚା କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଚା ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଚା ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା – ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସୀ ହୋଇଯିବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରନ୍ତୁ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚା ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ଚା ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚା ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ଚା କର୍ମଜୀବି- ସମ୍ମାନ ପାଇବେ ।
ଚା ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଚା ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ମନର ବଳ ଖୁବ୍ ଟାଣ ରହିବା ଏବଂ ଜିଦ୍ ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିବେ । ଅବହେଖିତ କାର୍ଯ୍ୟ ସକାଶେ ଅନୁତାପ କରିବେ, ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚା ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଚା ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚା ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ଚା କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ଚା ବ୍ୟବସାୟୀ- ସଫଳତା ମିଳିବ ।
ଚା ଗୃହିଣୀ- ସୁଖୀ ହେବେ ।

ମକର – କାମ ହାସଲ ହେବା କରଣରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ । କର୍ମକ୍ଷେତ୍ରରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚା ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ଚା ରୋଗୀ-ସତର୍କତାର ଦିନ ।
ଚା ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ଚା କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଚା ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଚା ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ – ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । କାର୍ଯ୍ୟହାନି ସଙ୍ଗକୁ ଆର୍ଥିକ ଦୁଃସ୍ଥିତି ଚିନ୍ତାଜନକ ପରିଣାମ ସୃୃଷ୍ଟି କରିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚା ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ଚା ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚା ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ଚା କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଚା ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଚା ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – କର୍ମକ୍ଷେତ୍ରରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି । ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଭାବୁଥିବା କାମଟିକୁ ଶେଷ କରିପାରିବେନି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚା କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଚା ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଚା ଗୃହିଣୀ- ସ୍ୱାଭିମାନୀ ହେବେ ।
ଚା ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ଚା ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚା ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

   Related Posts