Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରବିବାର ରାଶିଫଳ: ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ

16/10/2021 at 7:32 PM

ମେଷ– ଭିତରେ ଭାତ୍ରୁ ବିବାଦ ଉଙ୍କି ମାରିପାରେ । ପ୍ରତାରିତ ହୋଇପାରନ୍ତି ।ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଯଶସ୍ୱି ହେବେ ।ଲୋଭାସକ୍ତ ହୋଇପାରନ୍ତି ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୭ ।

   ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତା ରେ ରହିବେ ।

     ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

     କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

     ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

     ରୋଗୀ-ଅସାଧ୍ୟ  ରୋଗରୁ ମୁକ୍ତ ହେବେ ।

     ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବୃଷ–ଧର୍ମ-ଧାରଣାରେ ଉତ୍ସର୍ଗକୃତ ମନୋଭାବ ରହିବ । ଧମକ୍ଷୟ ହେବାର ସମ୍ଭାବନା ଅଛି ।ବାଦନୁ ବାଦର ସମ୍ମୁଖୀନ ହେବେ ।ଶାସ୍ତ୍ରାଭ୍ୟାସୀ ହେବେ ।ବିନୀତ ସ୍ୱଭାବର ହୋଇପାରନ୍ତି ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୧ ।

     ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

     ରୋଗୀ-ଅସାଧ୍ୟ  ରୋଗରୁ ମୁକ୍ତ ହେବେ ।

     ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।

     କର୍ମଜୀବି-ସମ୍ମାନିତ ହେବେ ।

     ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।

     ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ -ଦେବପୂଜାରେ ନିୟୋଜିତ ହେବେ । ଆୟବୃଦ୍ଧି ହେବାର ସୂଚନା ମିଳୁଛି ।ବ୍ୟବସାୟ ଲାଭ ଜନକ ହେବ ।କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବେ ।ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିପାରନ୍ତି ।ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୩ ।

     ଗୃହିଣୀ-ସୁଖ ଅନୁଭବ କରିବେ ।

     ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

     କର୍ମଜୀବି-ପ୍ରମୋସନ୍‌ ମିଳିବ ।

     ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।

    ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।

     ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କର୍କଟ-ବ୍ୟବସାୟ ଲାଭଜନକ ହୋଇପାରେ ।ସାଧନାରେ ସିଦ୍ଧି ଲାଭ କରିବେ । କର୍ମରେ ଢେର ଉନ୍ନତି ଆଶା କରାଯାଏ ।ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୬ ।

     ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

     ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

     ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।

     କର୍ମଜୀବି-ଅର୍ଥ ହାନୀ ହେବ ।

     ବ୍ୟବସାୟୀ-ସଫଳତା ମିଳିବ ।

     ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ– ଦୂର କାର୍ଯ୍ୟରେ ସଫଳତା ଅବଶ୍ୟ ମିଳିବ ।ସେବାକାର୍ଯ୍ୟରେ ନିୟୋଜିତ ହେବେ ।ଶୁଭ ସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହୋଇପାରନ୍ତି । ପାରିବାରିକ ସୁଖ, ସମୃଦ୍ଧି ଆଶା କରାଯାଏ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୪ ।

     ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

     ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

     କର୍ମଜୀବି-ସଫଳତା ହାତଛଡା ହୋଇଯିବ ।

     ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧ କାରକ ଚେର ବ୍ୟବହାର କରନ୍ତୁ ।

     ରୋଗୀ-ଅସାଧ୍ୟ  ରୋଗରୁ ମୁକ୍ତ ହେବେ ।

     ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

କନ୍ୟା– ଦୂରୁହ ସଂପର୍କ ବନ୍ଧୁଙ୍କ ଦ୍ୱାରା ଉପକୃତହେବେ ।ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପରିସ୍ଥିତି ପ୍ରତିକୂଳ ରହିପାରେ । ସମ୍ମାନିତ ହେବେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୮ ।

     ଚାଷୀ-ମାଟିରେ ଉର୍ବରତା ପାଇଁକୃଷିବିଭାଗର ପରାମର୍ଶ ନିଅନ୍ତୁ ।

     ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

     ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।

     କର୍ମଜୀବି-ଅର୍ଥ ହାନୀହେବ ।

     ବ୍ୟବସାୟୀ-ଅର୍ଥ ହାନୀହେବ ।

     ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତରହିବେ ।

ତୁଳା–ପାରିବାରିକ ବିଶୃଙ୍ଖଳାର ଅବସାନ ଘଟିପାରେ ।କର୍ମକ୍ଷେତ୍ରରେ ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରଫୁଲ୍ଲ ରହିବ ।ସୁଖରେ ଦିନଟି ଅତିବାହିତ କରିପାରନ୍ତି ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୧ ।

     ଗୃହିଣୀ-ସୁଖ ଅନୁଭବ କରିବେ ।

     ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।

     କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

     ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।

     ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।

     ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ବିଛା–କୌଣସି କାରଣରୁ ମାନସିକ ସ୍ତରରେ ବିଷାଦିତ ହୋଇପାରନ୍ତି ।ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ ।ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୫ ।

     ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

     ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

     ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।

     କର୍ମଜୀବି-ସମ୍ମାନିତ ହେବେ ।

     ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।

     ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତର ହିବେ ।

ଧନୁ –ସେବା ମୂଳକ କାର୍ଯ୍ୟରେ ଆଗ୍ରହୀ ହୋଇପାରନ୍ତି ।ଲେଖା-ପଢାରେ ପାରଦର୍ଶୀ ହେବେ ।ଗୃହକାର୍ଯ୍ୟରେ ଧ୍ୟାନ ଦେବେ ।ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତି ରସୁଯୋଗ ସୃଷ୍ଟି ହୋଇଛି ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୯ ।

     ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

     ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

     କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

     ଛାତ୍ରଛାତ୍ରୀ-ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

     ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।

     ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।

ମକର–ପରିସ୍ଥିତି ଲାଭପ୍ରଦ ହୋଇପାରେ ।ଚିନ୍ତାଧାରା ଉନ୍ନତିମାନ ରହେବ । ନୂଆ ବନ୍ଧୁଜୁଟି ପାରନ୍ତି ।ଉତ୍ତମ ଗୃହରେ ବସତି ସ୍ଥାପନ କରିପାରନ୍ତି ।କୃଷି କାର୍ଯ୍ୟରେ ଲାଭବାନ ହେବେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୨ ।

     ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

     ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।

     ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।

     କର୍ମଜୀବି-ପ୍ରଶଂସିତ ହେବେ ।

     ବ୍ୟବସାୟୀ-ଅର୍ଥ ହାନୀହେବ ।

     ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ -ଦେବ ଦର୍ଶନରେ ଆନନ୍ଦ ମିଳିବ ।ମନୋବଳ ଦୃଢରହିବ ।ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି ।ଉଚ୍ଚ ଆଶା ଫଳବତୀ ହେବ ।ଠାକୁରଙ୍କ ପାଇ ଖୁସି ହୋଇପାରନ୍ତି ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୪ ।

     ଗୃହିଣୀ-ଧାର୍ମିକ ହେବେ ।

     ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

     କର୍ମଜୀବି- ଜଳଯାତ୍ରା ମନା ।

     ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।

     ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

     ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ମୀନ -ବାପାଙ୍କ ରୁଗ୍ନ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ । ଅନୁରୋଧ ରକ୍ଷାକରି ସହଯୋଗ କରିବେ ।କର୍ତ୍ତବ୍ୟ ନିଷ୍ଠ ହେବେ । ଧର୍ମ-କର୍ମ ସମ୍ପାଦନ କରିପାରନ୍ତି ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୬ ।

     ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

     ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।

     ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।

     କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

     ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭହେବ ।

     ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

   Related Posts