Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଲୋକାର୍ପଣ ହେଲା ଭଦ୍ରକ ଜିଲ୍ଲାର ୧୭ଟି ରୂପାନ୍ତରିତ ହାଇସ୍କୁଲ

14/11/2021 at 8:32 PM

ଭଦ୍ରକ ୧୪।୧୧ : 5 T ଉପକ୍ରମରେ ନବକଳେବରର ରୂପ ନେଉଛି ହାଇସ୍କୁଲ। ଅତ୍ୟାଧୁନିକ ଲାଇବ୍ରେରୀ, କମ୍ପ୍ୟୁଟର ଲ୍ୟାବ୍, ଶ୍ରେଣୀ ଗୃହ, ପିଇବା ପାଣି, ଶୌଚାଳୟ ଏବଂ କ୍ରୀଡା ଭିତ୍ତିଭୂମି ପ୍ରଥମ ପର୍ଯ୍ୟାୟରେ ଭଦ୍ରକ ଜିଲ୍ଲାରେ ୧୭ ଟି ହାଇସ୍କୁଲ ରୂପାନ୍ତରିତ ହୋଇଛି । ଏହି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ ହୋଇଛି । ମୁଖ୍ୟମନ୍ତ୍ରୀ ଓ 5T ସଚିବ ଭର୍ଚୁଆଲ ମାଧ୍ୟମରେ ରୂପାନ୍ତରିତ ହାଇସ୍କୁଲ ଗୁଡିକର ଲୋକାର୍ପଣ କରିଛନ୍ତି । ଭଦ୍ରକ ଜିଲ୍ଲାର ସାବରଙ୍ଗ ଠାରେ ଆୟୋଜିତ ଲୋକାର୍ପଣ ଉତ୍ସବରେ ଭଦ୍ରକ ଜିଲ୍ଲାପାଳ ତ୍ରିଲୋଚନ ମାଝୀଙ୍କ ସହ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ , ସାଂସଦ ମଞ୍ଜୁଲତା ମଣ୍ଡଳ , ଚାନ୍ଦବାଲି ବିଧାୟକ ବ୍ୟମକେଶ ରାୟ , ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ଭଣ୍ଡାରିପୋଖରୀ ବିଧାୟକ  ପ୍ରଫୁଲ୍ଲ ସାମଲଙ୍କ ସହ ବହୁ ଅତିଥି ଉପସ୍ଥିତ ଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ସାବରଙ୍ଗ ହାଇ ସ୍କୁଲର ଛାତ୍ରୀଙ୍କ ସହ କଥା ହୋଇଥିଲେ ।

   Related Posts