Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||

୧୭ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର

8/09/2019 at 3:09 PM

ନୀଳଗିରି ୮।୯: ସୋର ଥାନା ଅଧୀନ ସିଙ୍ଗାଖୁଣ୍ଟା ପଂଚାୟତ ସାରଳିଆ ଗାଁରୁ ଏକ ୧୭ ଫୁଟ୍ ର ଅହିରାଜ ସାପ ଉଦ୍ଧାର କରାଯାଇଛି । ଗାଁର ପ୍ରଶାନ୍ତ କୁମାର ଜେନାଙ୍କ ଘର ଭିତରେ ଏକ ଅହିରାଜ ସାପଟି ଗର୍ଜନ କରିବା ଶୁଣି ଘର ଲୋକେ ଭୟରେ ବାହାରକୁ ପଳାଇ ଆସିଥିଲେ। ପରେ ଓ୍ବାଇଲ୍ଡ ଲାଇଫ୍ ଓ୍ବାର୍ଡେନ ପ୍ରକାଶ ମର୍ଦରାଜ ସହ ସାପ ଧରାଳି ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ ।

ଅହିରାଜ ସାପଟି କୁଲଡ଼ିହା ଅଭୟାରଣ୍ୟରୁ ଆସିଥିବା ଜଣାପଡିଛି । ସାପର ସ୍ବାସ୍ଥ୍ୟ ପରୀକ୍ଷା ପରେ କୁଲଡ଼ିହା ଅଭୟାରଣ୍ୟରେ ଛାଡିଦିଆଯାଇଛି ।

   Related Posts