Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଂଲଣ୍ଡକୁ ଏକ ଇନିଂସ୍‌ ଓ ୨୫ ରନ୍‌ରେ ହରାଇଲା ଟିମ୍‌ ଇଣ୍ଡିଆ
  • ||
  • ଅହମଦାବାଦ ଟେଷ୍ଟ ଜିତିଲା ଭାରତ
  • ||
  • ଭାରତ ୩-୧ରେ ସିରିଜ୍‌ ବିଜୟୀ
  • ||
  • ଚାନ୍ଦବାଲି : ବିଜେଡିର ମିଶ୍ରଣ ପର୍ବ, ଦଳକୁ ପ୍ରତ୍ୟାବର୍ତ୍ତନ କଲେ ହେବିଓ୍ବେଟ୍ ନେତା ପ୍ରତାପ ଧଳ
  • ||
  • ମାଥିଲି : କୂଅରୁ ଉଦ୍ଧାର ହେଲା ମା’ ଓ ଶିଶୁ କନ୍ୟାର ମୃତଦେହ, ଶୁକ୍ରବାର ରାତିରୁ ଥିଲେ ନିଖୋଜ
  • ||
  • ଭୁବନେଶ୍ବର : ରାଜଧାନୀର ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ, ଜଣେ ମୃତ, ୨ ଆକ୍ରମଣକାରୀଙ୍କୁ ଧରିଛି ପୋଲିସ
  • ||
  • ବଲାଙ୍ଗିର : ପିଟି ପିଟି ମାରିଦେଲେ, ପ୍ରମାଣ ନଷ୍ଟ ପାଇଁ ଫିଙ୍ଗିଦେଲେ ନାଳରେ, ୨୪ ଘଣ୍ଟାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୋର : କେନାଲରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ୩ଦିନ ପରେ ଗୁଜୁରାଟରୁ ଫେରିଲା ମୃତଦେହ
  • ||
  • ଆଠମଲ୍ଲିକ : ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଆହତ
  • ||
  • ଭୁବନେଶ୍ବର : ପ୍ରଭୁ ଶ୍ରୀଲିଙ୍ଗରାଜ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ, ମନ୍ଦିର ପରିସରରେ ପାଳନ ହେବ କୋଭିଡ୍ କଟକଣା
  • ||

ରାଜ୍ୟ ବାହାରକୁ ଚାଲାଣ ବେଳେ ବସ୍‌ରୁ ୧୭ଯୁବତୀ ଉଦ୍ଧାର, ଦଲାଲ ଅଟକ

31/10/2019 at 2:56 PM

ଜୟପୁର ୩୧।୧୦: ଆନ୍ତଃରାଜ୍ୟ ଯୁବତୀ ଚାଲାଣ ରାକେଟର ପର୍ଦ୍ଦାଫାଶ କରିଛି ଜୟପୁର ପୋଲିସ। ରାଜ୍ୟ ବାହାରକୁ ୧୭ଜଣ ଯୁବତୀ ଚାଲାଣ ହେଉଥିବାବେଳେ ସେମାନଙ୍କୁ ଉଦ୍ଧାର କରିଛି ଟାଉନ ପୋଲିସ। ଏହାସହ ସେମାନଙ୍କୁ ନେଇ ଯାଉଥିବା ଦଲାଲ ସୁବାଷ ଚନ୍ଦ୍ର ହରିଜନକୁ ଅଟକ ରଖି ପଚରା ଉଚୁରା କରୁଥିବା ଏକ ସାମ୍ବାଦିକ ସମ୍ମିଳନୀରେ ଜୟପୁର ଏସଡିପିଓ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତକାଲି ରାତିରେ ଏହି ଯୁବତୀମାନଙ୍କୁ ନବରଙ୍ଗପୁର ଜିଲ୍ଲା ରାଇଘରରୁ ଏକ ସରକାରୀ ବସରେ ବିଶାଖାପାଟଣା, ଚେନ୍ନାଇ ଓ ଅନ୍ୟସ୍ଥାନକୁ ଚାଲାଣ କରାଯାଉଥିଲା । ସେମାନଙ୍କୁ ସେଠାରେ କାମ ଯୋଗାଇ ଦେବା କିମ୍ବା ଅନୈତିକ କାର୍ଯ୍ୟରେ ନିୟୋଜିତ କରିବାକୁ ନିଆଯାଉଥିବା ସୂଚନା ମିଳିଛି । ତେବେ ଖବର ପାଇ ବସକୁ ଅଟକାଇ ସେମାନଙ୍କୁ ଉଦ୍ଧାର କରିଛି ପୋଲିସ ।

   Related Posts