Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

16/01/2021 at 12:14 PM

ଭୁବନେଶ୍ବର ୧୬।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୧୨୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୧୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୦୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୩୪୬୦୯୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts