Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

17/01/2021 at 11:58 AM

ଭୁବନେଶ୍ବର ୧୭।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୩୧୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୩୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୩୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୩୭୬୮୯୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts