ମଙ୍ଗଳବାର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | May 17, 2021 IST

ମେଷ – କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାର କମ୍ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢିଯିବ । ଆଶାନୁଯାୟୀ ସାହାର୍ଯ୍ୟ  ପାଇପାରିବେ । ଶୁଭ ରଙ୍ଗ ପିଙ୍କ୍। ଶୁଭ ଅଙ୍କ ୯ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ମିଳିବ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ । ରୋହିଣୀ ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତମାନର ଫଳ ପାଇବେ । ଶୁଭ ରଙ୍ଗ ୟେଲୋ। ଶୁଭ ଅଙ୍କ ୭ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ମିଥୁନ - ନିକଟ ସମ୍ପର୍କୀୟମାନଙ୍କ ସହନ ମିତ୍ରତା ବଢାଇବା ସକାଶେ ଚେଷ୍ଟା କଲେ ମଧ୍ୟ ସେମାନେ ଆପଣଙ୍କୁ ଅସ୍ୱୀକାର କରିବେ । କାର୍ଯ୍ୟ ପ୍ରସ୍ତୁତି ନେଇ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଖୋଲା ମନ ନେଇ ଖର୍ଚ୍ଚକୁ ଦୁରେଇ ରହିବା ପାଇଁ ଚେଷ୍ଟିତ ହୋଇପାରନ୍ତି । କେତେକ ପରିସ୍ଥିତିରେ ନିଜ ଲୋକଙ୍କୁ ସନ୍ଦେହ କରିବା ଭଳି ପରିସ୍ଥିତି ସୃଷ୍ଟି ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ଅତ୍ୟଧିକ ପରିଶ୍ରମଜନିତ ଅପରାହ୍ନରେ ସାମାନ୍ୟ ଶାରୀରିକ ଅସ୍ୱସ୍ତି ଅନୁଭବ କରିପାରନ୍ତି ।  ସମସ୍ୟା ପାଇଁ ବ୍ୟସ୍ତତା ବଢିପାରେ ।  ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – କୌଣସି ନୂତନ କାମ ଆରମ୍ଭ କରିବାକୁ ଚାହୁଁଥିଲେ ଶୀଘ୍ର ଆରମ୍ଭ କରିବା ଭଲ ହେବ । ପରିସ୍ଥିତିର ସାମ୍‌ନା କରିବାକୁ ଯାଇ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ ।  ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ତୁଳା – ଶାରୀରିକ ଅସୁସ୍ଥତା ହେତୁ ମନ ବିଚଳିତ ରହିପାରେ । ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଚୁକ୍ତିଗତ ସ୍ୱାକ୍ଷରିତ ହେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ଆତ୍ମୀୟମାନେ କ୍ରମଶଃ ଦୂରେଇ ଯିବେ । ବହୁତ କାମ ଅସମ୍ପୂର୍ଣ୍ଣ ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି । ପଡୋଶୀଙ୍କ ସହ ଆଲୋଚନା କଲେ ଉପକୃତ ହେବେ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ  ୪ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ- ନିଜ ଲୋକମାନେ କଦର୍ଥ କରି ସମାଲୋଚନା କରିପାରନ୍ତି । ହଠାତ୍ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷା କରି ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର - ଆଜିର ପ୍ରତ୍ୟୁଷ ଯାତ୍ରା, ସଭାସମିତି, ନୂତନ କର୍ମାରମ୍ଭ ବିନା ବାଧା ବିଘ୍ନରେ ସମାପନ ହେବ । ଭଲ ସମ୍ପର୍କ ନ ଥିବା ସହକର୍ମୀଙ୍କ ଦ୍ୱାରା କର୍ମକ୍ଷେତ୍ରରେ କିଛି ବାଧା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

କୁମ୍ଭ  - ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ । ରୋଗଣା ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମୀନ - କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସି ରହିବେ । ସରକାରୀସ୍ତରରୁ ମୋଟା ଅଙ୍କର ଋଣ ଆଣିବା ସକାଶେ ମନ ବଳାଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.