Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୧୧ ତାରିଖରେ ହିରାକୁଦରୁ ଛଡ଼ାଯିବ ଏ ବର୍ଷର ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ସତର୍କ ସୂଚନା

8/07/2021 at 5:47 PM

ସମ୍ୱଲପୁର, ୦୮/୦୭: ଆସନ୍ତା ୧୧ ତାରିଖ ସକାଳ ୧୧ଟା ସମୟରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ତଳମୁଣ୍ଡର ୧୨ଟି ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଥିବା ସୂଚନା ମିଳିଛି ।

ତେବେ ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ଡ୍ୟାମ କର୍ତ୍ତୃପକ୍ଷ । ଫଳରେ ନଦୀ ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଏନେଇ ଆଜି ଗୁରୁବାର ପତ୍ର ମାଧ୍ୟମରେ ଅବଗତ କରିଛନ୍ତି ହୀରାକୁଦ ଡ୍ୟାମର  ଅତିରିକ୍ତ ମୁଖ୍ୟଯନ୍ତ୍ରୀ ।

   Related Posts