Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଦିବ୍ୟାଙ୍ଗଙ୍କୁ ବିବାହ କଲେ ୫୦ ହଜାର ପରିବର୍ତ୍ତେ ଏଣିକି ମିଳିବ ଅଢେଇ ଲକ୍ଷ ଟଙ୍କା

24/02/2021 at 10:57 AM

ଭୁବନେଶ୍ବର ୨୪।୨: ଦିବ୍ୟାଙ୍ଗଙ୍କୁ ବିବାହ କଲେ ୫୦ ହଜାର ପରିବର୍ତ୍ତେ ଏଣିକି ମିଳିବ ଅଢେଇ ଲକ୍ଷ ଟଙ୍କା । ପୂର୍ବରୁ ୫୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ମିଳୁଥିବା ବେଳେ ଏବେ ଆଉ ୨ ଲକ୍ଷ ଟଙ୍କାର ଅତିରିକ୍ତ ପ୍ରୋତ୍ସାହନ ରାଶି ମିଳିବ । ଏ ନେଇ ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ବିଭାଗ ସଚିବ ଭାସ୍କରଜ୍ୟୋତି ଶର୍ମା । ନୂଆ ନିଷ୍ପତ୍ତି ମୁତାବକ ସମସ୍ତ ଯୋଗ୍ୟ ଦମ୍ପତ୍ତିଙ୍କୁ ଏହି ପ୍ରୋତ୍ସାହନ ରାଶି ଦେବାକୁ ନିଷ୍ପତ୍ତି ହୋଇଛି।

ଏହି ପଦକ୍ଷେପ ଦିବ୍ୟାଙ୍ଗମାନଙ୍କ ମାନସିକ ସ୍ଥିତିକୁ ଆହୁରି ମଜଭୁତ କରିବ ।  ପୂର୍ବରୁ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିଲା । ଯାହାକୁ ଏବେ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଯାହା ସାମାଜିକ କ୍ଷେତ୍ରରେ ମଜବୁତ କରିବାକୁ ବିଭାଗ ଏହି  ପଦକ୍ଷେପ ନେଇଛି । ଭିନ୍ନକ୍ଷମଙ୍କ ପାଇଁ ଏ ପଦକ୍ଷେପ ଏକ ଯୁଗାନ୍ତକାରୀ ପଦକ୍ଷେପ । ଏ ନିୟମ ଦ୍ବାରା ବିଭିନ୍ନ ଫେଜରେ ତାଙ୍କ ପାଖକୁ ଟଙ୍କା ଆସିବ । ଏଥିପାଇଁ ତାଙ୍କର ଉପଯୁକ୍ତ ଭିନ୍ନକ୍ଷମ  ସାର୍ଟିଫିକେଟ୍ ଥିବା ଆବଶ୍ୟକ ।

   Related Posts