Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଆଇ ଏଫ ଏଲ ଲୁଟ ଘଟଣା ଆଉ ୨ ଅଭିଯୁକ୍ତ ଗିରଫ

1/12/2020 at 10:29 PM

କଟକ୧/୧୨: କଟକ  ଆଇ ଆଇ ଏଫ ଏଲ ଲୁଟ ଘଟଣା ଆଉ ୨ ଅଭିଯୁକ୍ତ ଗିରଫ। ଏହି ଅଭିଯୁକ୍ତଙ୍କ ନାଁରେ ଫେକ୍ ଆକାଉଣ୍ଟ୍ ଜରିଆରେ ଟଙ୍କା ହଡପ କରୁଥିଲା ମୁଖ୍ୟ ଅଭିଯୁକ୍ତ ଲାଲା ଅମ୍ରିତ ରାୟ। ଗିରଫ ଅଭିଯୁକ୍ତ ୨ ଜଣ ହେଲେ ଦେବାଶିଷ ହାଜରା ଓ ନୀଳମଣି ସାହା। ଏହି ୨ ଜଣଙ୍କୁ ମିଶାଇ ଗିରଫ ସଂଖ୍ୟା ୧୩କୁ ବୃଦ୍ଧି।

   Related Posts