ଆଜିଠୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ

Published By : Prameya-News7 Bureau | July 02, 2018 IST

ଆଜିଠୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ। ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଅନୁଯାୟୀ ଛାତ୍ରଛାତ୍ରୀମାନେ ଜୁଲାଇ ୫ ତାରିଖ ସୁଦ୍ଧା ନାମ ଲେଖାଇ ପାରିବେ। ଜୁଲାଇ ୧୦ରେ ଦ୍ବିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ତାଲିକାଭୁକ୍ତ ଛାତ୍ରଛାତ୍ରୀମାନେ ୧୧ରୁ ୧୨ ମଧ୍ୟରେ ନାମ ଲେଖାଇପାରିବେ। ଦ୍ବୀତୀୟ ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ୍ ପାଇଁ ଛାତ୍ରଛାତ୍ରଙ୍କ ନାମ ତାଲିକା ଜୁଲାଇ୧୩ ଅପରାହ୍ନ ୫ଟାରେ ପ୍ରକାଶ ପାଇବ। ଖାଲି ସିଟ୍ ପୂରଣ ପାଇ ଜୁଲାଇ ୧୯ରୁ ୨୧ ପର୍ଯ୍ୟନ୍ତ ସ୍ପଟ୍ ଆଡିମିଶନ କରାଯିବ।ଜୁଲାଇ ୨୪ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷର ପାଠପଢା ଆରମ୍ଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.