Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଆଜିଠୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ

2/07/2018 at 7:04 AM

ଆଜିଠୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ। ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଅନୁଯାୟୀ ଛାତ୍ରଛାତ୍ରୀମାନେ ଜୁଲାଇ ୫ ତାରିଖ ସୁଦ୍ଧା ନାମ ଲେଖାଇ ପାରିବେ। ଜୁଲାଇ ୧୦ରେ ଦ୍ବିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ତାଲିକାଭୁକ୍ତ ଛାତ୍ରଛାତ୍ରୀମାନେ ୧୧ରୁ ୧୨ ମଧ୍ୟରେ ନାମ ଲେଖାଇପାରିବେ। ଦ୍ବୀତୀୟ ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ୍ ପାଇଁ ଛାତ୍ରଛାତ୍ରଙ୍କ ନାମ ତାଲିକା ଜୁଲାଇ୧୩ ଅପରାହ୍ନ ୫ଟାରେ ପ୍ରକାଶ ପାଇବ। ଖାଲି ସିଟ୍ ପୂରଣ ପାଇ ଜୁଲାଇ ୧୯ରୁ ୨୧ ପର୍ଯ୍ୟନ୍ତ ସ୍ପଟ୍ ଆଡିମିଶନ କରାଯିବ।ଜୁଲାଇ ୨୪ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷର ପାଠପଢା ଆରମ୍ଭ ହେବ ।

   Related Posts