Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ବନ୍ଧୁକ ଦେଖାଇ ବିଲଡର୍‌ଙ୍କୁ ଦାଦାବଟି ମାଗିବା ଅଭିଯୋଗରେ ୨ ଗିରଫ

22/10/2020 at 4:50 PM

କଟକ୨୨/୧୦: ଜମି ଟଙ୍କା ପାଇଁ ବିଲଡରଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ।ଏହି ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ଗିରଫ କଲା ମର୍କତନଗର ଥାନା ପୋଲିସ।୨ ଅଭିଯୁକ୍ତ ହେଲେ ନନ୍ଦନକାନନ ଅଞ୍ଚଳର ଜିତେନ୍ଦ୍ର ପରିଡା ଓ କଟକର ଗୋବିନ୍ଦ ସାହୁ।

ମିଳିଥିବା ସୂଚନା ମୁତାବକ, ସେମାନଙ୍କ ନିକଟରୁ ଦୁଇଟି ବନ୍ଧୁକ ଓ ଦୁଇ ରାଉଣ୍ଡ ଗୁଳି ଜବତ ହୋଇଛି।ବିଲଡର୍ ଜ୍ଞାନ ପ୍ରକାଶ କରଙ୍କୁ ଟଙ୍କା ମାଗିବା  ସହ  ଟଙ୍କା  ନ ଦେଲେ ହତ୍ୟା ଧମକ ଦେଇଥିଲେ। ରିଙ୍ଗରୋଡ ଗୁଣ୍ଡିଚା ମନ୍ଦିର  ନିକଟରେ ବିଲଡର ଯାଉଥିବା ସମୟରେ ଏହି ୨ ଅଭିଯୁକ୍ତ ବିଲଡର ଜ୍ଞାନ ପ୍ରକାଶ ପରିଡାଙ୍କୁ ଅଟକାଇବା ସହ ୨୦ ଲକ୍ଷ ଟଙ୍କାର ଦାଦାବଟି ମାଗୁଥିବା ନେଇ ଅଭିଯୋଗ ହୋଇଥିଲା। ପରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତ ୨ ଜଣ ଙ୍କ ନାମରେ ପୂର୍ବରୁ ମାମଲା ଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତିକ ସିଂ ….

   Related Posts