Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରଙ୍ଗମାଟିଆ ଦୀପକ ବେହେରା ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଗିରଫ

16/09/2019 at 10:04 AM

ଭୁବନେଶ୍ବର୧୬|୯: ରଙ୍ଗମାଟିଆ ଦୀପକ ବେହେରା ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ଗିରଫ କରିଛି ।ପ୍ରତାପ ପରିଡା ଓ ତାର ସହଯାଗୀକୁ କଟକ ସଦର ଥାନା ଗୁଆଳି ଗାଁରୁ ଗିରଫ କରିଛି ପୋଲିସ ।ପୂର୍ବ ଶତୃତାରୁ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି । ୧୦ ତାରିଖ ରାତିରେ ଦୀପକକୁ ଗୋଡାଇ ଗୋଡାଇ ହାଣିଥିଲେ ଦୁର୍ବୃତ୍ତ ।

ରଙ୍ଗମାଟିଆରେ ଥିବା ଏକ ଇଂରାଜୀ ମାଧ୍ୟମ ସ୍କୁଲ ନିକଟରେ ଏହି ହତ୍ୟାକାଣ୍ଡ ଘଟିଥିଲା । ମୃତ ଯୁବକଙ୍କ ନାଁଦୀପକ ବେହେରା ଓରଫ ନଣ୍ଡା ।  ତାଙ୍କ ଘର ରଙ୍ଗମାଟିଆ ତଳସାହିରେ ।

ଗୁରୁତର ଅବସ୍ଥାରେ ନଣ୍ଡାଙ୍କୁ ପୁଲିସ ଉଦ୍ଧାର କରି ଏକ ଘରୋଇ ହସପିଟାଲ୍‌ରେ ଭର୍ତ୍ତି କରିଥିଲା । ତେବ ସେଠାରେ ନଣ୍ଡାଙ୍କର ମୃତ୍ୟୁ ହୋଇଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ ସନ୍ଦେହ କରୁତିଲା। ତିନିମାସ ତଳେ ମଧ୍ୟ ନଣ୍ଡାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା ।

   Related Posts