Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୮୦୫ ପଜିଟିଭ୍
  • ||
  • ଧୋକା ଦେବନି ମୌସୁମୀ, ମେ ୩୧ରେ ଛୁଇଁବ କେରଳ, ଜୁନ ୧୨ ସୁଦ୍ଧା ଓଡିଶା
  • ||
  • ବାଲେଶ୍ୱରରେ ମର୍ମନ୍ତୁଦ ଦର୍ଘଟଣା : ପୋଲ ତଳକୁ ଖସିଲା କାର୍,୩ ମୃତ
  • ||
  • ଆଜି ରାଜ୍ୟର ୧୦ଟି ଜିଲ୍ଲାରେ ଟିକାକରଣ ବନ୍ଦ
  • ||

ଟିଟୋ ଲିଙ୍କ୍ ରେ ଅଟକ ଥିବା ୮ ଜଣଙ୍କ ମଧ୍ୟରୁ ୨ ଗିରଫ

18/07/2018 at 7:56 AM

ଗ୍ୟାଙ୍ଗଷ୍ଟର ଟିଟୋ ଲିଙ୍କ୍ ମାମଲାରେ ଅଟକ ଥିବା ୮ ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ |
ଗିରଫ ଦୁଇଜଣ ହେଲେ ଗୋଲଡେନ୍ ପପୁ ଓ ଶେକ୍ ଅବଦୁଲ୍ଲା | ଅଟକ ଥିବା ୮ ଜଣଙ୍କ ମଧ୍ୟରୁ ୪ ଜଣଙ୍କୁ ଛାଡିଦେଇଛି ଏସ୍ଟିଏଫ୍ |ଆବଶ୍ୟକ ପଡିଲେ ଆଉ ଧରି ଡାକି ପଚରାଉଚରା କରାଯିବ ବୋଲି ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏସଟିଏଫ୍ ଆଇଜି ହିମାଂଶୁ ଲାଲ୍ | ଗତକାଲି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିଟୋର ୮ଜଣ ସହଯୋଗୀଙ୍କୁ ଉଠାଇନେଇ ପଚରାଉଚୁରା କରିଥିଲା |

   Related Posts