Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||
  • ୫ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା : ରହିବେ ୭ଦିନ ହୋମ୍ ଆଇସୋଲେସନ୍‌ରେ
  • ||
  • ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ, କମ୍ବିଂ ବେଳେ ବିପୁଳ ପରିମାଣର ବିସ୍ପୋରକ ଜବତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୧୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଚାଲିଛି ସାପ ଉଦ୍ଧାର ; ଆଜି ୨ଟି ନାଗ ଓ ଗୋଟିଏ ନାଗୁଣୀ ଉଦ୍ଧାର

24/06/2018 at 9:50 AM

ଧାମନଗର ପାଇକ ସାହି ପାଲଟିଛି ସାପଙ୍କ ଚରାଭୂଇଁ… ଆଜି ୩ଟି ବଡ ସାପ ଉଦ୍ଧାର ହୋଇଛି … ୨ଟି ନାଗ ଏବଂ ଗୋଟିଏ ନାଗୁଣୀ ଧରିଲେ ସ୍ନେକ୍ ହେଲ୍ପ ଲାଇନ୍ ସଦସ୍ୟ…କାଲି ଉଦ୍ଧାର ହୋଇଥିଲା ୧୨୦ରୁ ଅଧିକ ସାପ ଛୁଆ ଏବଂ ୨୦ ଅଣ୍ଡା…

   Related Posts