Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

କୋଭିଡ୍ ନିୟମ ଉଲଂଘନକାରୀଙ୍କଠୁ ୨ କୋଟି ୧୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ

14/04/2021 at 12:36 PM

ଭୁବନେଶ୍ବର ୧୪।୪: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । କୋଭିଡ୍‌ ସଂକ୍ରମଣର ତୀବ୍ରତାକୁ ରୋକିବା ଲାଗି କଠୋର ପଦକ୍ଷେପ ନେଉଛି କମିଶନରେଟ୍ ପୋଲିସ । ବିଭିନ୍ନ ସ୍ଥାନରେ ଅମାନିଆମାନଙ୍କ ଉପରେ ମୋଟା ଅଙ୍କର ଜରିମନା କସିଛି ପୋଲିସ ପ୍ରଶାସନ।

କୋଭିଡ୍ ନିୟମ ଉଲଂଘନକାରୀଙ୍କଠୁ ୭ ଦିନରେ ୨ କୋଟିରୁ ଅଧିକ ଟଙ୍କାର ଜରିମନା ଆଦାୟ କରିଛି ପୋଲିସ । ଉଲଂଘନକାରୀଙ୍କଠୁ ୨ କୋଟି ୧୭ ଲକ୍ଷ ଟଙ୍କା ଜରିମନା ଆଦାୟ କରାଯାଇଛି । ୭୫ ହଜାର ୭୭ ଜଣଙ୍କଠୁ ଫାଇନ୍ କଟାଯାଇଛି । ଆଗକୁ କୋଭିଡ୍ ନିୟମ ଆହୁରି କଡାକଡି ହେବ ବୋଲି କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ମାସ୍କ ଓ ସାମାଜିକ ଦୂରତା ନିୟମ ଉଲଂଘନ କରି ୯ହଜାର ୩୧ ଜଣଙ୍କଠୁ ଫାଇନ୍ ଆଦାୟ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ୍ ଏନଫୋର୍ସମେଣ୍ଟ ଡ୍ରାଇଭ୍ ୨୯ ଲକ୍ଷ ୪ ହଜାର ୫୦ ଟଙ୍କା ଜରିମନା ଆଦାୟ କରିଛି । ବର୍ତ୍ତମାନ ସମୟରେ ମାସ୍କ ପିନ୍ଧିବା କେତେ ଜରୁରୀ, ସେ ବାବଦରେ ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି ।

   Related Posts