Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ପରେ ଗଳାକାଟି ହତ୍ୟା ଉଦ୍ୟମ ଘଟଣା, ୨ ଅଭିଯୁକ୍ତ ଗିରଫ

31/01/2021 at 8:27 PM

ବ୍ରହ୍ମପୁର୩୧/୧: ଦୁଷ୍କର୍ମ ଉଦ୍ୟମ ପରେ ନାବାଳିକାର ଗଳା କାଟି ହତ୍ୟା ଉଦ୍ୟମ ଘଟଣାରେ ୨ ଅଭିଯୁକ୍ତ ଗିରଫ। ସୋରଳ ଓଡିଆର୍‌ପି କଲୋନୀରେ ଏହି ଲଜ୍ଜାଜନକ ଘଟଣା ଘଟିଥିଲା। ଗତ ୨୮ ତାରିଖରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିଲେ ଦୁର୍ବୃତ୍ତମାନେ। ନାବାଳିକା ଜଣଙ୍କ ସେମାନଙ୍କୁ ବିରୋଧ କରିଥିଲେ। ହେଲେ ଦୁର୍ବୃତ୍ତମାନେ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଏପରି କି ପୀଡିତାଙ୍କ ଗଳା କାଟିବା ସହ ମୁଣ୍ଡ ଓ କାନକୁ ଧାରୁଅ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ସଙ୍କାଟାପନ୍ନ ହେବାରୁ ତାଙ୍କୁ କଟକ ଏସସିବି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଆକ୍ରମଣରେ ବ୍ୟବହୃତ ୩ଟି ଇଟାଖଣ୍ଡ, ରକ୍ତ ଏବଂ ୩ଟି ଭଙ୍ଗା ଦାନ୍ତ ଜବତ କରିଛି ପୋଲିସ।  ଗୋଳନ୍ଥରା ପୋଲିସ ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି।  ଏ ସଂପର୍କରେ ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି।

   Related Posts