Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଫେସବୁକରେ ବନ୍ଧୁତା କରି ୮୭ ଲକ୍ଷଟଙ୍କା ଠକିନେଇଥିବା ଦୁଇ ସାଇବର ଠକଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

5/02/2019 at 8:06 PM

ଭୁବନେଶ୍ବର୫|୨; ଫେସବୁକରେ ବନ୍ଧୁତା କରି ଚତୁରତାର ସହ ତପନ ଦାସ ନାମକ ଜଣେ ବ୍ୟକ୍ତିଙ୍କଠାରୁ ୮୭ ଲକ୍ଷ ଟଙ୍କା ହଡପ କରି ନେଇଥିବା ଅଭିଯୋଗରେ ୨ଜଣ ସାଇବର ଠକଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି । ଅଭିଯୋଗ କ୍ଦୁରମେ ଇଜଣ ସାଇବର ଠକ ହେଲେ ବିନୋଦ ସିଂ ଏବଂ ସଞ୍ଜୀବ କୁମାର । ଏମାନଙ୍କୁ ବାରିପଦା ଏସଡିଜେଏମଙ୍କ କୋର୍ଟରେ ହାଜର କରାଯାଇଛି ।

   Related Posts