Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ରାତି ଅଧିଆ ଝାଡଖଣ୍ଡ ପୋଲିସର ଚଢ଼ାଉ, ଦେଶୀ ବନ୍ଧୁକ ସହ ଦୁଇ ଡକାୟତ ଗିରଫ

18/06/2021 at 10:45 AM

ରାଇରଙ୍ଗପୁର ୧୮/୬: ମୟୁରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା ସୁଦର୍ଶନପୁର ଗ୍ରାମରେ ଝାଡଖଣ୍ଡ ପୋଲିସର ରାତି ଅଧିଆ ଚଢ଼ାଉ । ଦେଶୀ ବନ୍ଧୁକ ସହ ଦୁଇ ଡକାୟତ ଗିରଫ କରିଛି ପୋଲିସ । ସୂଚନା ଅନୁଯାୟୀ ଝାଡଖଣ୍ଡ ଡୁମୁରିଆ ଓ ଘୋଡ଼ାବନ୍ଧା ଥାନା ଅଞ୍ଚଳର ଡକାୟତ ଘଟଣାରେ ସମ୍ପୃକ୍ତ ଦୁଇଜଣ ଫେରାର ଅଭିଯୁକ୍ତ ସୁଦର୍ଶନପୁର ଗ୍ରାମରେ ଥିବା ସମ୍ପର୍କୀୟ ଘରେ ଆତ୍ମଗୋପନ କରିଥିଲେ ।

ବିଶେଷ ସୂତ୍ରରୁ ଖବର ପାଇ ଝାଢଖଣ୍ଡ ପୋଲିସ ସ୍ଥାନୀୟ ପୋଲିସର ସହାୟତାରେ ବିଳମ୍ବିତ ରାତ୍ରିରେ ଚଢ଼ାଉ କରି ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା । ଏହାସହ ସେମାନଙ୍କ ନିକଟରୁ ଗୋଟେ ଦେଶୀ ବନ୍ଧୁକ ଜବତ କରିଛି । ଏଇ ଚଢ଼ାଉରେ ଝାଡଖଣ୍ଡର ଡୁମୁରିଆ ଓ ଘୋଡାବନ୍ଧା ପୋଲିସ ଦଳ ସହିତ ଗୋରୁମହିଷାଣି ପୋଲିସ ମଧ୍ୟ ସାମିଲ ଥିଲା । ତେବେ ଏଇ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

   Related Posts