Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୪ କୋଭିଡ୍ ପଜିଟିଭ୍
  • ||
  • ଭଦ୍ରକରେ ସଂଯୁକ୍ତ କୃଷକ ମୋର୍ଚ୍ଚାର ବନ୍ଦ ପାଳନ, ଜାତୀୟ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାଜପଥ ଅବରୋଧ
  • ||
  • ଲଗାଣ ବର୍ଷା ପରେ ସ୍ଥିତି ବେହାଲ, ଗେଙ୍ଗୁଟି ନଦୀ ବନ୍ଧରେ ୨୦୦ ଫୁଟର ଫାଟ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଅଜଣା ଗାଡି ଧକ୍କାରେ ଦୁଇ ମୃତ, ଜାତୀୟ ରାଜପଥ ଅବରୋଧ

12/04/2019 at 5:15 PM

ଖଲ୍ଲିକୋଟ ୧୨|୪ : ବ୍ରହ୍ମପୁର-ଭୁବନେଶ୍ବର ୫ନମ୍ବର ଜାତୀୟ ରାଜପଥ ଖଲ୍ଲିକୋଟ ନିକଟସ୍ଥ ଅଗସ୍ତି ନୂଆଗାଁ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଅଜଣା ଗlଡି ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।

ମୃତକ ଦୁଇ ଜଣ ହେଲେ ଗଞ୍ଜାମ ଥାନା ଅନ୍ତର୍ଗତ ତେଲୁଗୁ ନୂଆଗାଁର ପିଣ୍ଟୁ ଦାଶ ଓ ଗମା ଦାଶ । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ରାସ୍ତା ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକ । ରାସ୍ତାରେ ଉଭୟ ପାର୍ଶ୍ବରେ ଶହ ଶହ ସଂଖ୍ୟାରେ ଗାଡି ଅଟକି ରହିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତଲୋକଙ୍କୁ ବୁଝାସୁଝା କରୁଛି ।

   Related Posts