Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ପିକ୍‌ଅପ୍‌ ଭ୍ୟାନ ଧକ୍କାରେ ବାପ -ଝିଅ ମୃତ

28/10/2019 at 3:58 PM

ଭଦ୍ରକ ୨୮।୧୦ – ଭଦ୍ରକ ତ୍ରିଶୁଳପୁରଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏକ ପିକ୍‌ଅପ୍‌ ଭ୍ୟାନ ଧକ୍କାରେ ବାପ ଓ ଝିଅଙ୍କର ମୃତ୍ୟୁ ହୋଇଛି । ମୃତକମାନଙ୍କର ପରିଚୟ ମିଳି ପାରି ନାହିଁ ।

ଏହି ଘଟଣାପରେ ସେଠାରେ ଉତ୍ତେଜନା ଦେଖା ଦେଇଛି ।

   Related Posts