Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବାଇକକୁ ପଛରୁ ପିଟିଲା ଟ୍ରକ୍ : ୨ମୃତ

27/01/2020 at 11:40 AM

ସାଲେପୁର ୨୭/୧: ଟ୍ରକ୍ ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। କଟକ-ସାଲେପୁର ରାସ୍ତାର ପିରବଜାରରେ ବାଇକକୁ ପଛପଟୁ ଧକ୍କା ଦେଇଛି ଟ୍ରକ୍।

ଘଟଣା ସ୍ଥଳରେ ଦୁଇ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଛି। ଉତ୍ୟକ୍ତ ଲୋକ ରାସ୍ତା ରୋକ କରିଛନ୍ତି। ମୃତକଙ୍କ ପରିଚୟ ମିଳିପାରିନି।

   Related Posts