Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଭୀମସାରରେ ଡେଲଟା ଆତଙ୍କ, ୨୧ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଦୁଇ ଜଣଙ୍କଠାରେ ଭାରିଆଣ୍ଟ ଚିହ୍ନଟ

7/12/2021 at 8:32 AM

ବୁର୍ଲା ୦୭/୧୨: ବୁର୍ଲା ଭିମସାର ଛାତ୍ରଛାତ୍ରୀ କୋଭିଡ ଆକ୍ରାନ୍ତ ଘଟଣାରେ ଆସିଲା ଜେନମ୍ ସିକ୍ୱେନ୍ସିଂ ରିପୋର୍ଟ । ପ୍ରଥମ ପର୍ଯ୍ୟାୟରେ ଯାଇଥିବା ୨୧ ଜଣଙ୍କ ମଧ୍ୟରୁ ୧୧ ଜଣଙ୍କ ହେଲା ଜେନମ୍ ସିକ୍ୱେନ୍ସିଂ ପରୀକ୍ଷା । ଯେଉଁଥିରେ ୨ ଜଣ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାଇରସ୍ ଚିହ୍ନଟ ହୋଇଥିବା ଜଣାପଡିଛି । ବାକି ୯ ଜଣଙ୍କ ଠାରେ ଡେଲ୍ଟାର ଅନ୍ୟାନ୍ୟ ଭାରିଆଣ୍ଟ ରହିଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

ତେବେ ଏହାକୁ ନେଇ ଭୟ କରିବାର କୌଣସି କାରଣ ନଥିବା ବେଳେ ଅଧିକାଂଶ ଛାତ୍ରଛାତ୍ରୀ ଏଥିରୁ ସୁସ୍ଥ ମଧ୍ୟ ହୋଇସାରିଥିବା କର୍ତ୍ତୃପକ୍ଷ କହିଛନ୍ତି । ତେବେ ଡେଲ୍ଟା ପୁରୁଣା ଭେରିଆଣ୍ଟ ହୋଇଥିବା ବେଳେ ସଂକ୍ରମିତ ଛାତ୍ରଛାତ୍ରୀ ଠାରେ ନୂଆ ଭାରିଆଣ୍ଟ ଚିହ୍ନଟ ହୋଇନାହିଁ । ତେବେ ବର୍ତମାନ ଓମିକ୍ରନକୁ ନେଇ ଯେଉଁ ପ୍ରକାର ଚର୍ଚା ଲାଗିରହିଛି ସଂକ୍ରମିତ ଛାତ୍ରଛାତ୍ରୀଙ୍କ ଠାରେ ଏହି ନୂଆ ଭାରିଆଣ୍ଟ ନଥିବାରୁ ଏହା ଭିମସାର ପାଇଁ ଅଶ୍ୱସ୍ଥି ଆଣିଥିବା ମେଡିକାଲ କର୍ମଚାରୀଙ୍କ ମଧ୍ୟରେ ଚର୍ଚା ହେଉଛି ।

   Related Posts