Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଜିଏସଟି ଠକେଇରେ ଦୁଇ ଅଟକ

23/01/2020 at 12:22 PM

ସୁନ୍ଦରଗଡ଼ ୨୩/୧: ରାଜ୍ୟ GST ବିଭାଗ ରାଉରକେଲା GST ଡିପାର୍ଟମେଂଟ ତରଫରୁ  ସହରର ଦୁଇ ବ୍ୟବସାୟୀ ଙ୍କ ଘରେ ଚଢ଼ାଉ କରି ସେମାନଙ୍କୁ ଅଟକ ରଖି ପଚରା ଉଚୁରା ଜାରି ରଖିଛି।

ଦୁଇ ଜଣ ବ୍ୟବସାୟୀ ହେଲେ ଅମିତ ଗରେଓ୍ବାଲ ଏବଂ ଏହି ସନ୍ଦର୍ଭରେ ଜଡିତ ସୁଭାଷ ସ୍ବାଇଁ ନାମକ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ମଧ୍ୟ ପଚରା ଉଚୁରା ଚାଲିଛି । ଅମିତଙ୍କ ନାମରେ ଲକ୍ଷ ଲକ୍ଷ ଟଙ୍କାର GST ଠକେଇ ଅଭିଯୋଗ ହେଲାପରେ ଉଦିତ ନଗର ଥାନାରେ ରଖି ପଚରା ଉଚୁରା ଚାଲିଛି ।

   Related Posts