Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||
  • ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ, ଗାଡ଼ି ଚଳାଚଳ ପ୍ରଭାବିତ
  • ||

ନେମାଳ ଅଞ୍ଚଳରେ ବଜ୍ରପାତ ଯୋଗୁଁ ଦୁଇଜଣଙ୍କ ମୃତ୍ୟୁ, ତିନି ଗୁରୁତର

6/08/2019 at 9:53 PM

ନିଶ୍ଚିନ୍ତକୋଇଲି ୬|୮: ଆଜି ଅପରାହ୍ନରେ ବିଲରେ କାମ କରୁଥିବାବେଳେ ନେମାଳ ଥାନା ପାଳଦା ପଂଚାୟତର ଜଳଧର ଦାସ ଏବଂ ନରାଜପୁର ଗାଁର ମହେଶ୍ବର କାଣ୍ଡିଙ୍କ ଉପରେ ବଜ୍ରାଘାତ ହେବାରୁ ତାଙ୍କୁ ତୁରନ୍ତନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ସେହିପରି ରାମକୃଷ୍ଣପୁର ଗ୍ରାମରେ ଏକ ଘରେ ଜଟାଧାରୀ ଲେଙ୍କା, ଗୋପାଳ ମଲ୍ଲ ଏବଂ ମନ୍ଦାକିନୀ ବେହେରା ବସିଥିବାବେଳେ ବଜ୍ରାଘାତରେ ଗୁରୁତର ହୋଇ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

   Related Posts