Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ବାଇକ ଉପରେ ଚଢିଗଲା ଟେଙ୍କର: ୨ମୃତ, ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ

6/07/2019 at 6:44 PM

ଝାରସୁଗୁଡ଼ା ୬|୭:  ଝାରସୁଗୁଡା ବାଇପାସରେ ଟ୍ୟାଙ୍କର ଚାପରେ ୨ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ଗୌରପଡାର ୨୩ ବର୍ଷ ବୟସ୍କ ସୁମିତ ସାହୁ ଓ ୨୧ ବର୍ଷ ବୟସ୍କ ନିତିନ ସରାଫ। ବାଇକ ଉପରେ ଟ୍ୟାଙ୍କର ମାଡ଼ିଯିବାରୁ ଘଟିଛି ଏହି ଅଭାବନୀୟ ଘଟଣା । ବଡ଼ମାଲ ଥାନା ରିନଲ୍ଟ ସୋ ରୁମ ପାଖରେ ବାଇକ ଉପରେ ପଛପଟୁ ଆସୁଥିବା ଟ୍ୟାଙ୍କର ମାଡିଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାର ପ୍ରତିବାଦରେ ସ୍ଥାନୀୟ ଲୋକେ ମୃତକଙ୍କ ଶବକୁ ରାସ୍ତାରେ ରଖି ରାସ୍ତା ଅବରୋଧ କରିଛନ୍ତି।

   Related Posts