Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ନୀଳଗିରିରେ ଦୁଇ ଜଣଙ୍କର ମୃତ୍ୟୁ : ମୃତ୍ୟୁର କାରଣ ଅସ୍ପଷ୍ଟ

6/01/2019 at 9:26 AM

ନୀଳଗିରି ୬/୧ : ନୀଳଗିରି ଥାନା ଶ୍ୟାମସୁନ୍ଦରପୁର ପଂଚାୟତ ହଟିଖୋଳିଆ ଗାଁରେ ଦୁଇ ଜଣଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି | ଜଣେ ମହିଳାଙ୍କ ବିଷ ପିଏ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି | ମୃତ ମହିଳା ହେଲେ ମାଳତୀ ସିଂ | ସେହି ଗାଁର ଆଉ ଜଣେ ଯୁବକ କେନାଲରେ ମାଛ ଧରୁଥିବାବେଳେ ତାଙ୍କର ମୃତ୍ୟୁ ହୋଇଛି | ମୃତ ଯୁବକଙ୍କ ନାଁ ସନାତନ ସିଂ | ଉଭୟଙ୍କ ମୃତ୍ୟୁର କାରଣ ଜଣାପଡିନାହିଁ | ପୋଲିସ ଉଭୟଙ୍କ ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି | ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି |

   Related Posts