Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ବିଦ୍ୟୁତ ଆଘାତରେ ୨ମୃତ: ଶ୍ବଶୁରଙ୍କୁ ବଞ୍ଚାଇବାକୁ ଯାଇ ବୋହୂର ମୃତ୍ୟୁ

19/05/2020 at 11:43 AM

ବାଲେଶ୍ବର୧୯/୫: କରୋନା ପୁଣି ବାତ୍ୟା ଏହି ସମୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ ଆଘାତରେ ଶ୍ବଶୁର ବୋହୂଙ୍କ ମୃତ୍ୟୁ ଘଟିଛି । ଏହି ଦୁଃଖଦ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ରସାଳପୁର ପଂଚାୟତର ନଦୀଗାଁରେ। ଘରର ବିଦ୍ୟୁତ ତାରକୁ ଶ୍ବଶୁର ସଜାଡୁ ଥିବା ବଳେ ବିଦ୍ୟୁତ ଆଘାତ ଲାଗିଥିଲା। ଆଉ ଶ୍ବଶୁରଙ୍କୁ ବଞ୍ଚାଇବାକୁ ଯାଇ ବୋହୂର ମୃତ୍ୟୁ ହୋଇଛି। ମୃତକ ୬୫ ବର୍ଷର ରମାନାଥ ଦାସ ଓ ତାଙ୍କ ବୋହୂ ପୁଷ୍ପଲତା ଦାସ । ଉଭୟଙ୍କ ମୃତକଙ୍କ ଶବ ବ୍ୟବଛେଦ ପାଇଁ ବାଲେଶ୍ବର ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଶୋକରେ ଛାୟା ଖେଳି ଯାଇଛି। ପରିବାରର ୨ଜଣ ସଦସ୍ୟଙ୍କୁ ହରାଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି। କରୋନାରେ ପୂରା ରାଜ୍ୟବାସୀ ଦୁଃଖ ଭୋଗ କରୁଥିବା ବେଳେ ପୁଣି ଏଭଳି ଅଘଟଣାରେ ସ୍ଥାନୀୟ ଲୋକ ଦୁଃଖ ପ୍ରକାଶ କରିଛନ୍ତି।

   Related Posts