Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ପାଣି ସୁଅରେ ଭାସି ଯାଉଥିବା ୨ ମହିଳାଙ୍କୁ ଉଦ୍ଧାର କଲେ ୩ ଯୁବକ

21/07/2018 at 1:33 PM

ଜୀବନକୁ ବାଜି ଲଗାଇ ନଦୀକୁ ଡେଇଁ ଭାସିଯାଉଥିବା ୨ ଜଣ ମହିଳାଙ୍କୁ ଉଦ୍ଧାର କରି ୩ ଜଣ ଯୁବକ ସାହାସୀକତାର ପରିଚୟ ଦେଇଛନ୍ତି । ଏହି ସାହାସୀ ଯୁବକ ମାନେ ହଲେ କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକର ଆଲାମୀ ପଂଚାୟତର ମାର୍ଦ୍ଦଜେ ଗ୍ରାମର କେଶବ କହଁର, ସମୀର କହଁର ଓ ଶିବାନନ୍ଦ କହଁର। ସାଲକୀ ନଦୀରେ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ ସେହି ମାର୍ଦ୍ଦଜେ ଗ୍ରାମର ୨ ଜଣ ମହିଳା। ଯୁବକ ମାନଙ୍କ ସାହାସୀକତା ପାଇଁ ବଂଚିଯାଇଥିଲା ଦୁଇଟି ଜୀବନ।

   Related Posts