Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଆସନ୍ତା ୬ରୁ +୨ ଫର୍ମ ଫିଲପ୍‌ ଆରମ୍ଭ

1/02/2021 at 9:27 PM

 ଭୁବନେଶ୍ବର୧/୨: ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଲାଗି ଆସନ୍ତା ୬ ତାରିଖରୁ ଫର୍ମ ଫିଲପ୍‌ ଆରମ୍ଭ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଗୁଲାର ଓ ପତ୍ର ବିନିମୟ ପାଠ୍ୟକ୍ରମ ଲାଗି ଛାତ୍ରଛାତ୍ରୀମାନେ ଫେବୃଆରୀ ୧୨ ରୁ ଫେବୃଆରୀ ୨୪ ପର୍ଯ୍ୟନ୍ତ ଅନଲାଇନ ଫର୍ମ ଫିଲପ କରିପାରିବେ। ଏକ୍ସ ରେଗୁଲାର ଛାତ୍ରଛାତ୍ରୀମାନେ  ଫେବୃଆରୀ ୬ରୁ୧୨ ମଧ୍ୟରେ ଫର୍ମ ଫିଲପ କରିପାରିବେ| ଏପରି କି ନବମ ଏବଂ ଏକାଦଶ ଆସନ୍ତା ୮ରୁ ଖୋଲିବ। ଏ ନେଇ ରାଜ୍ୟ ସରକାର ଏସ୍‌ଓପି ଜାରି କରିଛନ୍ତି।

   Related Posts