Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଗଞ୍ଜାମରେ ୨ ହୋମ ଗାର୍ଡ କରୋନା ପଜିଟିଭ୍ ଚିହ୍ନଟ

27/05/2020 at 8:56 PM

ପୋଲସରା୨୭/୫: ଗଞ୍ଜାମ ଜିଲ୍ଲାରେ ୨ ହୋମ ଗାର୍ଡ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଳାର ପୋଲସରା ଥାନାରେ ଏହି ଦୁଇଜଣ କାର୍ଯ୍ୟତର ଥିଲେ।ଏହି ଦୁଇ ହୋମଗାର୍ଡ କରୋନା ପଜିଟିଭ ଚହ୍ନଟ ହେବା ପରେ ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ଏ ନେଇ ଗଞ୍ଜାମ ଏସ୍‌ପି ବ୍ରିଜେଶ ରାଏ ଟ୍ବିଟ କରି ସୂଚନା ଦେଇଛନ୍ତି। ଦୁଇଜଣଙ୍କୁ ଅଲଗା ଅଲଗା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜଣେ ପାରଳା ମହାରାଜ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା ବେଳେ ଅନ୍ୟ ଜଣେ ଟାଟା କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

   Related Posts