Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

ଭାରସାମ୍ୟ ହରାଇ ଘର ଉପରେ ମାଡିଗଲା ହାଇୱା; ୨ ଗୁରୁତର

20/02/2019 at 8:49 AM

ନିଶ୍ଟିନ୍ତକୋଇଲି ୨୦|୨: କଟକ ନିଶ୍ଚିନ୍ତକୋଇଲି କଲେଜ ଛକଠାରେ ଦୁର୍ଘଟଣା। ଭାରସାମ୍ୟ ହରାଇ ଘର ଭିତରକୁ ପଶିଗଲା ହାଇୱା । ଫଳରେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ୨ ଜଣ ହେଲେ ଟ୍ରକ୍ ଡ୍ରାଇଭର ଓ ହେଲପର । ସେମାନଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଟ୍ରକଟି କେନ୍ଦ୍ରାପଡାରୁ ସାଲେପୁର ଆଡକୁ ଯାଉଥିଲା । ତେବେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଟ୍ରକଟି ଘର ଭିତରକୁ ପଶି ଯାଇଥିଲା । ଘରେ ଶୋଇଥିବା ଲୋକ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଘରର ଆସବାବପତ୍ର ସବୁ ନଷ୍ଟ ହୋଇଯାଇଛି ।

   Related Posts