Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଭାରସାମ୍ୟ ହରାଇ ଟ୍ରକ୍ ତଳେ ପସିଗଲା ବାଇକ୍, ୨ ଜଣ ଆହତ

10/04/2021 at 4:38 PM

ବ୍ରହ୍ମଗିରି ୧୦।୪: ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତ୍ୟୁ ମୁଖରୁ ବଞ୍ଚିଗଲେ ୩ ଜଣ । ବ୍ରହ୍ମଗିରି ବଜାର ଗୋପ ଛକଠାରେ ଘଟିଛି ଏଭଳି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ଏକ ୧୦ ଚକିଆ ଟ୍ରକ୍ ବ୍ରହ୍ମଗିରିରୁ ପୁରୀ ଅଭିମୁଖେ ଯାଉଥିଲା । ଏହି ସମୟରେ ବ୍ରହ୍ମଗିରି-ଡେଲାଙ୍ଗ ପଟୁ ଏକ ବାଇକରେ ୩ ଜଣ ଆସୁଥିବା ବେଳେ ଭାରସାମ୍ୟ ହରାଇ ବାଇକ୍ ଚାଳକ ଟ୍ରକ୍ ତଳକୁ ପସିଯାଇଥିଲେ। ଫଳରେ ୩ ଜଣଙ୍କ ମଧ୍ୟରୁ ୨ ଜଣ ଆହତ ହୋଇଥିଲେ। ଆହତ ବାଇକ୍ ଚାଳକ ଧୁଶାସନ ପ୍ରଧାନ ଓ କାଞ୍ଚନ ପ୍ରଧାନଙ୍କୁ ସ୍ଥାନୀୟ ବ୍ୟବସାୟୀମାନେ ତାଙ୍କୁ ଚିକିତ୍ସା ପାଇଁ ଏକ ଅଟୋ ଯୋଗେ ରେବଣା ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ।

   Related Posts