Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଗାଡି : ୨ଗୁରୁତର

3/10/2019 at 10:21 AM

ଜି.ଉଦୟଗିରି ୩/୧୦: କଳିଙ୍ଗା ଘାଟିରେ ବାଇଗଣ ବୋଝେଇ ଗାଡି ଓଲଟି ଦୁଇ ଜଣ ଗୁରୁତର ଅବସ୍ଥାରେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗାଡିଟି ଜି ଉଦୟଗିରି ପଟୁ ଭଞ୍ଜନଗର ଯାଉଥିଲା।

ଗାଡିଟି କ୍ଷିପ୍ର ଗତିରେ ଆସୁଥିବାରୁ ଭାରସାମ୍ୟ ହରାଇ ଗାର୍ଡୱାଲରେ ପିଟି ହୋଇଥିଲା। କିନ୍ତୁ ସୌଭାଗ୍ୟ ବଶତଃ ଘାଟି ତଳକୁ ଖସି ନାହିଁ। ବାରମ୍ବାର ଏପରି ଦୁର୍ଘଟଣା ଘଟୁଥିବା ସତ୍ୱେ  ଗାଡିଚାଳକ ମାନେ ବେପରୁଆ ଭାବେ ଗାଡି ଚଳାଉ ଛନ୍ତି।

   Related Posts