Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍
  • ||
  • ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ
  • ||
  • ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ
  • ||
  • ଆଉ ଏକ ଲଘୁଚାପ : ୧୮ରୁ ବଢିବ ବର୍ଷା, ଉତ୍ତରରେ ଛେଚିବ
  • ||
  • ଭାଙ୍ଗିଗଲା ଓଭରବ୍ରିଜ୍‌ର ବିରାଟ ଖଣ୍ଡ, ୧୩ ଶ୍ରମିକ ଗୁରୁତର
  • ||
  • ଶୌଚ ପାଇଁ ଗଲା ବେଳେ ମାଡିଗଲା ଅଜଣା ଗାଡି, ୨ ମହିଳା ମୃତ
  • ||
  • ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଚକ-ଅଖ ସବୁ ଠପ୍
  • ||

ରାଇରଙ୍ଗପୁରରେ ଲୌହ ପଥର ଚୋରା ଚାଲାଣ କରୁଥିବା ଦୁଇଟି ଡଂଫୋର ଜବତ

25/11/2018 at 12:48 PM

ସୁନ୍ଦରଗଡ଼ ୨୫/୧୧: ଲୁହା ପଥର ଚୋରା ଚାଲାଣ କରୁଥିବା ଦୁଇ ଡଂଫୋରକୁ ଧରିଲା ରାଇରଙ୍ଗପୁର ପୋଲିସ। ଆଜି ଭୋର ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲେ।ଡ୍ରାଇଭର ଦୁଇଜଣ ଫେରାର ହୋଇ ଯାଇଛନ୍ତି। ପୋଲିସ ଦୁଇଟି ଡ଼ମ୍ଫର ଜବତ କରି ତଦନ୍ତ କରୁଛି। ରାଇରଙ୍ଗପୁର ଆଖପାଖ  ଅଞ୍ଚଳରେ ଚୋରା ଲୁହାପଥର କାରବାର ଚାଲୁଥିବା ସାଧାରଣରେ ଚର୍ଚ୍ଚା ହେଉଛି।

 

   Related Posts