Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଶବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ପ୍ରସ୍ତାବ ଦେଲେ ୟେଦିୟୁରପ୍ପା
  • ||
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

୪ ଦିନ ହେଲା ପଥର ତଳେ ଜୀବନ ; ଅନିଶ୍ଚିତତାରେ ଉଦ୍ଧାର କାର୍ଯ୍ୟ

3/06/2018 at 6:23 AM

ଜୟପୁର ରାଣୀଗଡ ଗୁମ୍ଫା ପଥର କ୍ବାରିରେ ଶ୍ରମିକ ଫଶି ରହିବା ଘଟଣାକୁ ୪ ଦିନ ବିତି ଗଲେ ମଧ୍ୟ ଏଯାଏଁ ଉଦ୍ଧାର କରାଯାଇପାରିନାହିଁ |
ଆଜି ସକାଳୁ ପୁଣି ଆରମ୍ଭ ହୋଇଛି ଉଦ୍ଧାର କାର୍ଯ୍ୟ | ଏନ୍ଡିଆର୍ପିଏଫ୍, ଅଗ୍ନିଶମ ବିଭାଗ, ଓଡ୍ରାଫ ଟିମ୍ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛନ୍ତି |
ଉଦ୍ଧାର କାର୍ଯ୍ୟରେ ଗୋଟିଏ କ୍ରେନ ଓ ଦୁଇଟ୍ ଜେସିବି ନିୟୋଜିତ କରାଯାଇଛି | ଆବଶ୍ୟକ ପଡିଲେ ଆଉ ଗୋଟିଏ କ୍ରେନ ନିୟୋଜିତ କରାଯିବ କୁହାଯାଉଛି |

Leave a Reply

   Related Posts