Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ରାସ୍ତାକଡ ଖାଲପାଣିରେ ବୁଡି ଦୁଇ ନାବାଳକଙ୍କ ମୃତ୍ୟୁ

11/03/2019 at 8:51 PM

ରାଇରଙ୍ଗପୁର୧୧|୩: ନିର୍ମାଣଧୀନ ରାସ୍ତା କଡ଼ ଗାତରେ ପଡି ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି ।ଏପରି ଦୁଖଃଦ ଘଟଣା ଘଟିଛି ଗ୍ରାମାଞ୍ଚଳ ଥାନା ଜାମଡାଳି ଗ୍ରାମ ମାତକମ ସାହିରେ । ଦୁଇ ମୃତ ନାବାଳକ ହେଲେ ମାତକମ ସାହିର ଦୁଲୁମୁ ନାୟକ ଓ ପାରବାତ ସୋରେନ। PMGSY ରାସ୍ତା ନିର୍ମାଣ ପାଇଁ ମୋରମ ଖୋଳିବା ପରେ ଗାତଗୁଡିକୁ ଖୋଲା ଛାଡି ଦେଇଥିଲେ ଠିକାଦାର । ବର୍ଷାରେ ଗାତରେ ପାଣି ଭର୍ତ୍ତି ହୋଇ ରହିଥିଲା। ଦୁଇ ସାଙ୍ଗ ଖେଳିବାକୁ ଯାଇ ପାଣି ଭର୍ତ୍ତି ଗାତ ରେ ପଡି ଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ସଂଗେ ସଂଗେ ରାଇରଙ୍ଗପୁର ଡାକ୍ତରରଖାନାକୁ ଆଣିଥିଲେ କିନ୍ତୁ ଡାକ୍ତର ମୃତ ଘୋଷଣା କରିଛନ୍ତି।

   Related Posts