Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଖଇରା ପୋଲ ନିକଟରେ ବାଇକକୁ ଧକ୍କା ଦେଲା ଟ୍ରକ୍ ; କେନାଲରେ ଖସି ବାଇକ୍ ସହ ୨ ନିଖୋଜ

16/11/2018 at 10:58 AM

ସାଲେପୁର ୧୬|୧୧:  ବାଇକ୍ ରୁ ପଛପଟୁ ପିଟିଲା ଟ୍ରକ୍ । କେନ୍ଦ୍ରାପଡା କେନାଲରେ ଖସି ବାଇକ୍ ସହ ୨ ନିଖୋଜ । ଦୁଇ ନିଖୋଜଙ୍କ  ପତ୍ତା ମିଳୁନି ।  ସେମାନଙ୍କ ପରିଚୟ ମଧ୍ୟ ମିଳିନି । ଜଣେ ପୁରୁଷ ଓ ଅନ୍ୟ ଜଣେ ମହିଳା ଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ କଟକ ଚାନ୍ଦବାଲି ରାସ୍ତା ଖଇରା ପୋଲରେ ଏକ ବାଇକ୍ ରେ ଯାଉଥିବା ବେଳେ ଦୁଇଜଣଙ୍କୁ  ଏକ ଟ୍ରକ୍  ଧକ୍କା ଦେଇଥିଲା । ଫଳରେ ବାଇକରେ ଥିବା ୨ଜଣ କେନାଲକୁ ଖସି ପଡିଥିଲେ ।  କେନ୍ଦ୍ରାପଡା କେନାଲରେ ଓଡ୍ରାଫ ଟିମ୍  ଖୋଜାଖୋଜି ଚଳାଇଛି । ବାଇକ୍ କୁ ଧକ୍କା ଦେବା ପରେ ସେଠାରୁ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛି ।

   Related Posts