Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା: ଜୁଲାଇ ୩୧ ସୁଦ୍ଧା ବାହାରିପାରେ ଯୁକ୍ତ ୨ ରେଜଲ୍ଟ

9/07/2021 at 2:10 PM

ଭୁବନେଶ୍ୱର ୯/୭: ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏନେଇ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାସ । ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାର ପାଇଁ ଆମକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ସେହି ଅନୁସାରେ ଆମେ ୩୧ ସୁଦ୍ଧା ଫଳ ବାହାର କରିବାକୁ ଆମେ ଚେଷ୍ଟା କରୁଛୁ । ନହେଲେ ଅତିବେଶୀରେ ଆଉ ଦିନେ ଦୁଇ ଦିନ ଲାଗିପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

   Related Posts