ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା: ଜୁଲାଇ ୩୧ ସୁଦ୍ଧା ବାହାରିପାରେ ଯୁକ୍ତ ୨ ରେଜଲ୍ଟ

Published By : Prameya-News7 Bureau | July 09, 2021 IST

ଭୁବନେଶ୍ୱର ୯/୭: ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏନେଇ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାସ । ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାର ପାଇଁ ଆମକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ସେହି ଅନୁସାରେ ଆମେ ୩୧ ସୁଦ୍ଧା ଫଳ ବାହାର କରିବାକୁ ଆମେ ଚେଷ୍ଟା କରୁଛୁ । ନହେଲେ ଅତିବେଶୀରେ ଆଉ ଦିନେ ଦୁଇ ଦିନ ଲାଗିପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.