Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ପୁରୀରେ ସିରିଜ ବୋମା ମାଡ଼ : ୨ଗୁରୁତର,୬ଆହତ

1/01/2020 at 4:27 PM

ପୁରୀ ୧/୧: ପୁରୀ ସଦର ଷଣ୍ଢପୁରରେ ଗାଁରେ ବୋମାମାଡ଼ ହୋଇଛି। ବୋମାମାଡ଼ରେ ୨ଗୁରୁତର,୬ଆହତ ହୋଇଛନ୍ତି। ଦୁଇ ଗୋଷ୍ଠୀ ମଧ୍ୟରେ ୮ରୁ ୧୦ଟି ବୋମାମାଡ଼ ହୋଇଛି।

ପୂର୍ବଶତ୍ରୃତାରୁ ବୋମାମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଗୁରୁତର ଓ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୋଲିସ୍ ଏହି ଘଟଣାର ଛାନଭିନ କରୁଛି।

   Related Posts