Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବେଙ୍ଗଲ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ଇଂଲଣ୍ଡକୁ ଏକ ଇନିଂସ୍‌ ଓ ୨୫ ରନ୍‌ରେ ହରାଇଲା ଟିମ୍‌ ଇଣ୍ଡିଆ
  • ||
  • ଅହମଦାବାଦ ଟେଷ୍ଟ ଜିତିଲା ଭାରତ
  • ||
  • ଭାରତ ୩-୧ରେ ସିରିଜ୍‌ ବିଜୟୀ
  • ||
  • ଚାନ୍ଦବାଲି : ବିଜେଡିର ମିଶ୍ରଣ ପର୍ବ, ଦଳକୁ ପ୍ରତ୍ୟାବର୍ତ୍ତନ କଲେ ହେବିଓ୍ବେଟ୍ ନେତା ପ୍ରତାପ ଧଳ
  • ||
  • ମାଥିଲି : କୂଅରୁ ଉଦ୍ଧାର ହେଲା ମା’ ଓ ଶିଶୁ କନ୍ୟାର ମୃତଦେହ, ଶୁକ୍ରବାର ରାତିରୁ ଥିଲେ ନିଖୋଜ
  • ||
  • ଭୁବନେଶ୍ବର : ରାଜଧାନୀର ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ, ଜଣେ ମୃତ, ୨ ଆକ୍ରମଣକାରୀଙ୍କୁ ଧରିଛି ପୋଲିସ
  • ||
  • ବଲାଙ୍ଗିର : ପିଟି ପିଟି ମାରିଦେଲେ, ପ୍ରମାଣ ନଷ୍ଟ ପାଇଁ ଫିଙ୍ଗିଦେଲେ ନାଳରେ, ୨୪ ଘଣ୍ଟାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୋର : କେନାଲରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ୩ଦିନ ପରେ ଗୁଜୁରାଟରୁ ଫେରିଲା ମୃତଦେହ
  • ||
  • ଆଠମଲ୍ଲିକ : ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଆହତ
  • ||

ଅଟୋ ବାଇକ ମୁହାଁମୁହିଁ ଧକ୍କା : ୨ ଗୁରୁତର

21/07/2019 at 9:27 AM

କଟକ  ୨୧/୭: କଟକ ସାଲେପୁର ରାସ୍ତାର ଭାତପଡା ସହର ସାହି ନିକଟରେ ଅଟୋ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ବାଇକ ଆରୋହୀ ଦୁଇଜଣ ଗୁରୁତର ହୋଇଛନ୍ତି।

ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡ଼ିକାଲକୁ ଆମ୍ବୁଲାନ୍ସ ଯୋଗେ ପଠାଯାଇଛି।ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଛି। ଉତ୍ୟକ୍ତ ଲୋକମାନେ କିଛି ସମୟ ପାଇଁ ରାସ୍ତା ରୋକ ହୋଇଥିଲା।ଘଟଣା ସ୍ଥଳରେ ପୋଲିସ ବୁଝାସୁଝା କଲାପରେ ରାସ୍ତା ରୋକ ଉଠିଯାଇଛି।

   Related Posts