Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଦୀପରୁ ଲାଗିଗଲା ନିଆଁ, ଜଳିଗଲା ୨ ଦୋକାନ

5/11/2021 at 7:19 AM

ସାଲେପୁର, ୦୫ |୧୧ : ଦୀପାବଳି ପାଳନ ବେଳେ ଅଘଟଣ । କଟକ ଜିଲ୍ଲା ସାଲେପୁର ମୁଖ୍ୟ ବଜାରରେ ଅଗ୍ନିକାଣ୍ଡ ଘଟିଛି । ଫଳରେ କିଛି ପରିବା ଦୋକାନ ଏବଂ ଫଳ ଦୋକାନ ଜଳି ଯାଇଛି।

ସୂଚନାନୁସାରେ, ଗୁରୁବାର ସମସ୍ତେ ଧୁମଧାମରେ ଦୀପାବଳି ପାଳନ କରୁଥିଲେ । ତେବେ ସାଲେପୁର ବଜାରରେ ଥିବା କିଛି ଦୋକାନରେ ହଠାତ ନିଆଁ ଲାଗି ଯାଇଥିଲା । ଦୀପରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ସାଲେପୁର ଅଗ୍ନିଶମ ବିଭାଗ ଖବର ପାଇ ଘଟଣାସ୍ଥଳରେ  ପହଁଚି  ନିଆଁକୁ ଆୟତ  କରିଛି । ଏହି ଅଗ୍ନିକାଣ୍ଡରେ ଦୁଇ ବ୍ୟବସାୟୀ ମନୁ ମଲ୍ଲ ଏବଂ ବିଚିତ୍ର ଆନନ୍ଦ ଭୂୟାଁଙ୍କ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ଯାଇଥିବା ଅନୁମାନ କରାଯାଉଛି ।

   Related Posts