Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ସଡ଼କ ଦୁର୍ଘଟଣାରେ ୨ ଶିଶୁଙ୍କ ମୃତ୍ୟୁ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ୭ ଜଣ ଭର୍ତ୍ତି

23/08/2020 at 9:36 PM

ଢେଙ୍କାନାଳ୨୩/୮: ଢ଼େଙ୍କାନାଳ ଜିଲ୍ଳାରେ ଆଜି ଏକ ହୃଦୟ ବିଦାରକ ଘଟଣା ଘଟିଛି। ସଡକ ଦୁର୍ଘଟଣାରେ ୨ ଶିଶୁଙ୍କ ମୃତ୍ୟୁ ହୋଇଛି।  ମିଳିଥିବା ସୂଚନା ଅନୁସାରେ ୧୪୯ନଂ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଦାଦାରଘାଟିର ଭେଜିଆ ଛକରେ ଜାଇଲୋ ଓ କାର ମୁହାଁ ମୁହିଁ ଧକ୍କା ହୋଇଥିଲା।  ଯାହାଫଳରେ ଘଟଣାସ୍ଥଳରେ ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଛି।ଉଭୟ ଗାଡିର ୭ ଗୁରୁତର ଜଣ ଗୁରୁତର ତାଳଚେର ମଣ୍ଡାପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

   Related Posts