Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଆମ୍ବ ତୋଳିବାକୁ ଯାଇଥିଲେ, ପୋଖରୀରେ ଖସି ପଡିଲେ: ୨ ଭଉଣୀଙ୍କ ସଲିଳ ସମାଧି

5/06/2020 at 6:43 PM

ସୋର, ୦୫|୦୬:  ବାଲେଶ୍ୱର ଜିଲ୍ଲା ସୋର ଖରାସାପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଆମ୍ବ ତୋଳିବାକୁ ଯାଉଥିବା ବେଳେ ୨ ଭଉଣୀ ପାଣିରେ ବୁଡି ଜୀବନ ହାରିଛନ୍ତି ।

ସୂଚନାନୁସାରେ, ଖରାସାପୁର ଗ୍ରାମର ୨ଜଣ ଭଉଣୀ ଶୁକ୍ରବାର ଅପରାହ୍ନରେ ଆମ୍ବ ଖାଇବାକୁ ଯାଇଥିଲେ ।  ଏହି ସମୟରେ  ଦୁଇ ଭଉଣୀଙ୍କ ଗୋଡ ପୋଖରୀରେ ଖସିଯାଇଥିଲା । ସନ୍ଧ୍ୟା ହେବାରୁ ସେମାନେ ନଫେରିବାରୁ ପରିବାର ଲୋକେ ଉଭୟଙ୍କୁ ଖୋଜାଖୋଜି କରିଥିଲେ । ପରେ ପୋଖରୀରୁ ଉଭୟଙ୍କୁ ଉଦ୍ଧାର କରି ଗୋପାଳପୁର ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଡାକ୍ତର ଉଭୟଙ୍କୁ ମୁତ ଘୋଷଣା କରିଥିଲେ।

ପ୍ରାଣ ହରାଇଥିବା ୨ ଉଭଣୀ ହେଲେ ତସଲିମ ଶାହାଙ୍କ ଦ୍ବିତୀୟ ଶ୍ରେଣୀରେ ପଢୁଥିବା ଝିଅ ନୟନା ଖାତୁନ  ଓ ମକିମ ଶାହାଙ୍କ ଷଷ୍ଠ ଶ୍ରେଣୀରେ ପଢୁଥିବା ଝିଅ ପରମିନ ଖାତୁନ ।  

   Related Posts