Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ପୋଖରୀରେ ଗାଧୋଇବାକୁ ଯାଇ ପାଣିରେ ବୁଡିଗଲେ ଦୁଇ ଭଉଣୀ, ମୃତ ଘୋଷଣା କଲେ ଡାକ୍ତର

9/10/2021 at 6:06 PM

ମାଲକାନଗିରି, ୦୯/୧୦: ମାଲକାନଗିରି ଜିଲ୍ଲା ପେଡାକୋଣ୍ଡା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୋଖରୀରେ ଗାଧୋଇବାକୁ ଯାଇ ପାଣିରେ ବୁଡି ଦୁଇ ଭଉଣୀ ପ୍ରାଣ ହରାଇଥିବା ଜଣାପଡ଼ିଛି । ବାପା ମାଆ ଜମିକୁ ଚାଷ କାର୍ଯ୍ୟ ପାଇଁ ଯାଇଥିବା ବେଳେ ବଡ ଭଉଣୀ ରାଜେଶ୍ବରୀ ପଡିଆମି ନିଜର ଦୁଇ ବର୍ଷର ସାନ ଭଉଣୀ ଶିବାନିକୁ ନେଇ ପୋଖରୀକୁ ଗାଧୋଇବାକୁ ଯାଇଥିଲା ।

ହେଲେ ଦିର୍ଘ ସମୟ ଧରି ସେମାନେ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି ଆରମ୍ଭ କରିଥିଲେ । ପରେ ପୋଖରୀ ଭିତରୁ ସେମାନଙ୍କୁ ଉଦ୍ଧାର କରି ଜିଲ୍ଲା ସଦର ଚିକିତ୍ସାଳୟକୁ ନେଇଥିଲେ ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts