Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଟ୍ରକକୁ ପଛରୁ ପିଟିଲା ଟ୍ରକ ; ଟ୍ରକ ହେପଲର ମୃତ

17/06/2018 at 6:22 AM

ନୂଆପଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା,ଟ୍ରକ ହେଲପର ମୃତ। ଜାତୀୟ ରାଜପଥ ୩୫୩ ସିଲଦା ପାଖରେ ଘଟିଛି ଦୁର୍ଘଟଣା । ଟ୍ରକ ପଛରେ ପିଟିଲା ଆଉଏକ ଟ୍ରକ । ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବା ବେଳେ ନୂଆପଡା ଅଗ୍ନିଶମ ବିଭାଗ ହେଲପରର ମ୍ରୁତଦେହ କୁ ଉଦ୍ଧାର କରିଛି । ମୃତକର ପରିଚୟ ମିଳି ପାରିନାହିଁ ।

   Related Posts