Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ବିଦ୍ୟୁତ୍ ଆଘାତରେ ୨ମହିଳାଙ୍କ ମୃତ୍ୟୁ

25/06/2020 at 2:28 PM

ରାୟଗଡା ୨୫/୬:  ବିଦ୍ୟୁତ ଆଘାତରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ ଘଟଣାଟି ଘଟିଛି ସହରର ତୁମ୍ବିଗୁଡା ଠାରେ ।

ମୃତକ ହେଲେ ବାଙ୍ଗାରାମା ମାଣ୍ଡାଙ୍ଗି ଓ ତପସ୍ବିନୀ ମାଣ୍ଡାଙ୍ଗି। ମଧ୍ୟାହ୍ନ ୧ଟାରେ ଘଟଣାଟି ଘଟିଥିବାର ସୂଚନା ମିଳିଛି। ଶବ ବ୍ୟବଚ୍ଛେଦ ନକରି  ଶବକୁ ସମ୍ପର୍କୀୟ ନେଇଯାଇଥିବା ଜଣା ପଡ଼ିଛି। କିନ୍ତୁ କିପରି ଉଭୟଙ୍କୁ ବିଦ୍ୟୁତ୍ ଆଘାତ ଲାଗିଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ।

   Related Posts